୭୬ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ।

ନୟାଗଡ  ; ତା-୨୬/୦୧(ବିଏମସି ଟିଭି ଓଡ଼ିଆ)

ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ରାଜ୍ୟ ସରକାରଙ୍କ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ  ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ପରେଡ଼ରେ ସାମିଲ ହୋଇ ଅଭିବାଦନ ଗ୍ରହଣ କରିଥିଲେ।

ମନ୍ତ୍ରୀ ନିଜ ଭାଷଣରେ ଦେଶ ଓ ଜାତି ପାଇଁ ଶହୀଦ୍‌ ହୋଇଥିବା ନୟାଗଡ଼ ଜିଲାର ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ସେମାନେ ଆମର ଚିର ନମସ୍ୟ ବୋଲି କହିଥିଲେ। ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ ବୋଲି ମନ୍ତ୍ରୀ କହିଥିଲେ।

ଏତତଃ ବ୍ୟତୀତ ଏହି ପରେଡ଼ SP ଏସ ସୁଶ୍ରୀ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇ ଥିଲେ.ଦେଶ ପାଇଁ ସହିଦ ହୋଇଥିବା ଯବାନଙ୍କ ଉଦେଶ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ।

ନୟାଗଡ଼ ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡିଶା।

Leave a Reply

Your email address will not be published. Required fields are marked *