ନୟାଗଡ଼ ;ତା-୧୨/୦୩(ବିଏମସି ଟିଭି ଓଡ଼ିଆ)
ଦଶପଲ୍ଲା ଥାନା ଅନ୍ତର୍ଗତ ଯୋଗିଆ ପଲ୍ଲୀ ଗ୍ରାମର ସୁବଳ ନାୟକ ଏବଂ ପଥୁରିଆ ଗ୍ରାମର ମହେଶ୍ବର ବେହେରା ଙ୍କ ଠାରୁ ୮୦ଲିଟର ଦେଶୀ ମଦ ଜବତ ସହିତ ଉଭୟଙ୍କୁ ଗିରଫ କରିଥିବା ଅବକାରୀ ଥାନା ଅଧିକାରୀ ଭବାନୀ ଶଙ୍କର ବେହେରା ପ୍ରକାଶ କରିଛନ୍ତି। ଏହି ଚଢାଉ ସମୟରେ ଦଶପଲ୍ଲା ଅବକାରୀ ଥାନା ଅଧିକାରୀ ଭବାନୀ ଶଙ୍କର ବେହେରାଙ୍କ ସମେତ କନେଷ୍ଟବଳ ପ୍ରଦୀପ୍ତ କୁମାର ନାଏକ, ପ୍ରହଲ୍ଲାଦ ପ୍ରଧାନ ଓ ଲକ୍ଷ୍ମୀ ମହାରଣା ପ୍ରମୁଖ ସାମିଲ ହୋଇଥିଲେ।
ଦଶପଲ୍ଲା ରୁ ବଳଭଦ୍ର କର ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡିଶା।