ଦେଶୀ ମଦ ଜବତ, ୧ ଗିରଫ


ଦଶପଲ୍ଲା:-୦୯/୦୬/୨୫ (ବିଏମସି ଟିଭି ଓଡ଼ିଆ)

ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସରିଗଣ୍ଡା ପଞ୍ଚାୟତ ଅଧିନସ୍ଥ
ବନ୍ଧୁଗାଁ ମାଟିଆ ନାୟକଙ୍କ ପୁଅ ରବି ନାୟକ (୩୨)ଙ୍କ ଠାରୁ ୧୨ଲିଟର ଦେଶୀ ମଦ ଜବତ କରାଯିବା ସହିତ ଜଣକୁ ଗିରଫ କରାଯାଇଥିବା ଅବକାରୀ ବିଭାଗୀୟ ଅଧିକାରୀ ଭବାନୀ ଶଙ୍କର ବେହେରା ସୂଚନା ଦେଇଛନ୍ତି।ଏହି ଚଢାଉ ସମୟରେ ଦଶପଲ୍ଲା ଅବକାରୀ ଥାନା ଅଧିକାରୀ ଭବାନୀ ଶଙ୍କର ବେହେରାଙ୍କ ସମେତ କନେଷ୍ଟବଳ ପ୍ରଦୀପ୍ତ କୁମାର ନାଏକ, ପ୍ରହଲ୍ଲାଦ ପ୍ରଧାନ ଓ ଲକ୍ଷ୍ମୀ ମହାରଣା ପ୍ରମୁଖ ସାମିଲ ହୋଇଥିଲେ।

ଦଶପଲ୍ଲା ରୁ ବଳଭଦ୍ର କର ଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡ଼ିଆ।

Leave a Reply

Your email address will not be published. Required fields are marked *