ଅଜଣା ଗାଡି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର ।

ନୟାଗଡ ; ତା-୦୧/୦୧(ବିଏମସି ଟିଭି ଓଡ଼ିଆ)

୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ଥାନା କୁଆଁରିଆ ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି | ମୃତକ ଜଣଙ୍କ ସରିଗଣ୍ଡାର ବିଷ୍ନୁ ପ୍ରଧାନ (୬୨ ବର୍ଷ ) ବୋଲି ଜଣାପଡିଛି ।ଗୁରୁତର ଜଣଙ୍କ ରୟତି ଓଡ଼ଶର ଗ୍ରାମର ବୃନ୍ଦାବନ ଜାନି (୬୫ ବର୍ଷ ) ।ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।ମାତ୍ର ଡାକ୍ତର ସେଠାରେ ବିଷ୍ନୁଙ୍କୁ ମୃତ ଘୋଷଣା କରିଥିଲେ । ଗୁରୁତର ଯାନିଙ୍କୁ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି।.

ଦଶପଲ୍ଲା ରୁ ବଳଭଦ୍ର କର ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।

Leave a Reply

Your email address will not be published. Required fields are marked *